ଆସନ୍ତାକାଲି ରତ୍ନଭଣ୍ଡାର ସାମଗ୍ରୀ ସ୍ଥାନାନ୍ତର; ୧୦ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆସନ୍ତାକାଲି ରତ୍ନଭଣ୍ଡାର ସାମଗ୍ରୀ ସ୍ଥାନାନ୍ତର । ମାର୍ଗଦର୍ଶିକା ଅନୁସାରେ ରତ୍ନାଳଙ୍କାର ସ୍ଥାନାନ୍ତର କରାଯିବ। ଏଥିପାଇଁ ସକାଳ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ । ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ପ୍ରବେଶ ବନ୍ଦ ରହିବ । ରତ୍ନାଳଙ୍କାର ସ୍ଥାନାନ୍ତର ଯାଏଁ କଟକଣା ବଳବତ୍ତର ରହିବ । ରତ୍ନାଳଙ୍କାର ସ୍ଥାନାନ୍ତର ପରେ ଦର୍ଶନ ସ୍ବାଭାବିକ ହେବ । ଆନନ୍ଦବଜାରରୁ ମହାପ୍ରସାଦ ନେଇପାରିବେ ଭକ୍ତ । ଶ୍ରଦ୍ଧାଳୁଙ୍କୁ ସହଯୋଗ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି ।

Ratnabhandara materials to be shifted tomorrow
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+