Get Updates
Get notified of breaking news, exclusive insights, and must-see stories!

ମାଓ ମୁକ୍ତ ହେଲା ରାୟଗଡ଼ା ଜିଲ୍ଲା

ଭୁଶୁଡୁଛି ଲାଲଗଡ଼। ମାଓମୁକ୍ତ ହେଲା ରାୟଗଡ଼ା ଜିଲ୍ଲା । ଆତ୍ମସମର୍ପଣ କରିଛନ୍ତି ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ ହାର୍ଡକୋର ମାଓବାଦୀ । ବାସଧାରା ଘୁମୁସର ନାଗାବଳି ଡିଭିଜନର ମୋଟ ୧୫ଜଣ ମାଓ କ୍ୟାଡର ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି । ଏନେଇ ଏଡିଜି ଆଣ୍ଟି ନକ୍ସଲ ଅପରେସନ ସଂଜୀବ କୁମାର ପଣ୍ଡା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ମାଓ ଦମ୍ପତି ନିଖିଲ ଓ ଇନ୍ଦୁଙ୍କ ମୁଣ୍ଡ ଉପରେ ଏକ କୋଟି ୯୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା ।

Rayagada

ସେମାନଙ୍କ ନିକଟରୁ ୧୪ଟି ବନ୍ଧୁକ, ୨ଟି ଏକେ47, ୫ ଏସଏଲଆର୍ , ଗୋଟିଏ ଷ୍ଟେନଗନ୍,ଗୋଟିଏ ଇନସାସ୍ ରାଇଫଲ ସହ ଗୁଳି ଜବତ ହୋଇଛି । ଆତ୍ମସମର୍ପଣ କରିଥିବା ମାଓବାଦୀ ମାନେ ନିୟମଗିରି ପାଦଦେଶରେ ରହି ବାଘୁନା ଡିଭିଜନକୁ ପରିଚାଳନା କରୁଥିଲେ । ମୁଖ୍ୟ ସ୍ରୋତରେ ସାମିଲ ହେବା ପରେ ଆତ୍ମସମର୍ପଣକାରୀଙ୍କୁ ସମସ୍ତ ସରକାରୀ ସୁବିଧା ମିଳିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+