କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା
କଟକ : କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା । ଦୀର୍ଘ ଦିନ ହେଲା ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଲାଗି ଦାବି କରାଯାଉଥିଲା। ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ନେଇ ପୂର୍ବରୁ ଏନେଇ ପ୍ରଧାନମନ୍ତ୍ରୀ ମୋଦି ପ୍ରତିଶ୍ରୁତି ଦେଇଥିଲେ । ପୂର୍ବ ପ୍ରତିଶ୍ରୁତି ଅନୁସାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦିଆଯାଇଥିବା ନେଇ ସୂଚନା ଜାରି କରାଯାଇଛି।

ଆଜି ରାଜ୍ୟସଭାରେ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ପ୍ରଦାନ ନେଇ ସୂଚନା ଦେଇଛନ୍ତି।












Click it and Unblock the Notifications