୨୪ ଘଣ୍ଟାରେ ଭୀଷଣ ବର୍ଷା ନେଇ ୪ ଜିଲ୍ଲାରୁ ରେଡ୍ ୱାର୍ଣ୍ଣି; ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଦେବଗଡ଼କୁ ଆଲର୍ଟ

ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପଶ୍ଚିମ ଓଡ଼ିଶାର ଅନ୍ୟ ସ୍ଥାନରେ ବି ଅଧିକ ବର୍ଷିବ। କିଛି ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷିପାରେ ।

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଉପକୂଳ ଓଡ଼ିଶା ଅତିକ୍ରମ କରିବ। ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Red warning issued for 4 districts

ଲଘୁଚାପ ପ୍ରଭାବରେ ଆସନ୍ତା ୬ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+