ବିନା ଅନୁମତିରେ ଜିରୋ ନାଇଟ୍ ସେଲିବ୍ରେସନ୍ ମନା; ଅନୁମତି ନଥିଲେ ହେବ ଦୃଢ଼ କାର୍ଯ୍ୟନୁଷ୍ଠାନ

ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ଅବକାରୀ ବିଭାଗର କଟକଣା । ଡିସେମ୍ବର ୩୧ ତାରିଖରେ ଜରୋ ନାଇଟ୍ ଆୟୋଜନ ପାଇଁ ଅବକାରୀ ବିଭାଗର ଅନୁମତି ଦରକାର । ଅବକାରୀ ବିଭାଗର ଅନୁମତି ନଥିଲେ ନିଆଯିବ କାର୍ୟ୍ୟାନୁଷ୍ଠାନ ।

Zero Night celebrations

ଅବକାରୀ କମିଶନର ନରସିଂହ ଭୋଳ ଏମିତି ଚେତାବନୀ ଶୁଣାଇଛନ୍ତି । ବିନା ଅନୁମତିରେ କିଛି ଜାଗାରେ ଜିରୋ ନାଇଟ୍ ପାଇଁ ପ୍ରସ୍ତୁତି ଚାଲିଛି ବୋଲି ବିଭାଗକୁ ବିଭିନ୍ନ ସୂତ୍ରରୁ ଖବର ଆସିଛି । ଏହାକୁ ରୋକିବା ପାଇଁ ଖୁବଶୀଘ୍ର ବିଭାଗ ପଦକ୍ଷେପ ନେବ ବୋଲି ଅବକାରୀ କମିଶନର ନରସିଂହ ଭୋଳ ଚେତାବନୀ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+