Get Updates
Get notified of breaking news, exclusive insights, and must-see stories!

'ଦୁଇଟିି ଟିମରେ ହେବ ରତ୍ନଭଣ୍ଡାର ଗଣତି ମଣତି'

ରତ୍ନଭଣ୍ଡାର ଗଣତି ମଣତି ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ରାଜ୍ୟ ସରକାରଙ୍କ ଅନୁମୋଦିତ ଏସଓପି ଆମର ହସ୍ତଗତ ହୋଇଛି । ୧୪ ପୃଷ୍ଠାର ଏକ ବିସ୍ତୃତ ଏସଓପି ଆମର ହସ୍ତଗତ ହୋଇଛି । ଗଣତି ମଣତି ପାଇଁ ୨ଟିମ ଗଠନ ପାଇଁ ନିଷ୍ପତ୍ତି ହୋଇଛି ।ଦୁଇଟି ଯାକ ଟିମକୁ ମୁଖ୍ୟ ପ୍ରଶାସକ ଲିଡ କରିବେ । ତତ୍ୱାବଧାରକ ଟିମ ଓ କାର୍ଯ୍ୟବାହୀ ଟିମ ଗଠନ କରାଯିବ । କେଉଁଦିନ ଠାରୁ ଗଣତି ମଣତି ହେବ ପରିଚାଳନା କମିଟି ସ୍ଥିର କରିବ।

ratna bhandar

ନୀତିବହୁଳ ଦିନମାନଙ୍କରେ ଗଣତିମଣତି ହୋଇପାରିବ ନାହିଁ । ଆଜିଠୁ ନୀଳାଦ୍ରି ବିଜେ ମଧ୍ୟରେ ଆମ ପାଖରେ ୧୩୫ ଦିନ ରହିଛି । ମାତ୍ର ଏହି ୧୩୫ ଦିନ ଭିତରୁ ୧୦୦ ଦିନ ଗଣତି ମଣତି ହୋଇ ପାରିବନି। ନୀଳାଦ୍ରିବିଜେ ଭିତରେ ଗଣତି ମଣତି ପାଇଁ ଆମକୁ କେବଳ ୨୪ ଦିନ ମିଳିବ । ଗଣତି ମଣତିରେ ଏସବିଆଇ ପ୍ୟାନେଲଭୁକ୍ତ ୬ ବଣିଆଙ୍କୁ ସାମିଲ କରାଯିବ । ଜଣେ ଜେମୋଲୋଜିଷ୍ଟ ଓ ଆରବିଆଇର ୨ ଜଣ ଅଧିକାରୀ ମଧ୍ୟ ରହିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+