ସଟଡାଉନରେ ମିଳିବନି ‘ମୋ ବସ୍’ର ନିୟମିତ ସେବା, କିନ୍ତୁ…
ସଟଡାଉନ ସମୟରେ ରାଜଧାନୀ ଭୁବନେଶ୍ୱରରେ ‘ମୋ ବସ୍’ର ନିୟମିତ ସେବା ବନ୍ଦ ରହିବ। ଏନେଇ ଦି କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପର୍ଟ (କ୍ରୁଟ୍) ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଭୁବନେଶ୍ୱର: ଆସନ୍ତାକାଲି ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍ଡାଉନ୍ ଆରମ୍ଭ ହେବ । ଦ୍ୱୈତନଗରୀରେ କଡ଼ାକଡ଼ି କାର୍ଯ୍ୟକାରୀ ହେବ ସଟଡାଉନ । ନାଇଟକର୍ଫ୍ୟୁକୁ ମିଶାଇ ସୋମବାର ସକାଳ ୫ଟା ଯାଏଁ ଲାଗୁ ରହିବ କଟକଣା । ତେବେ ସଟଡାଉନ ସମୟରେ ରାଜଧାନୀ ଭୁବନେଶ୍ୱରରେ 'ମୋ ବସ୍'ର ନିୟମିତ ସେବା ବନ୍ଦ ରହିବ। ଏନେଇ ଦି କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପର୍ଟ (କ୍ରୁଟ୍) ପକ୍ଷରୁ ଏହି ସୂଚନା ଦିଆଯାଇଛି।

କ୍ରୁଟ୍ କହିଛି, ସପ୍ତାହାନ୍ତ ସଟଡାଉନ ବେଳେ ମୋ ବସ୍ର ନିୟମିତ ସେବା ବନ୍ଦ ରହିଲେ ମଧ୍ୟ ରେଲୱେ ଷ୍ଟେସନ୍ରୁ ଯାତ୍ରୀଙ୍କୁ ନେବା ପାଇଁ ଏହା ଚାଲିବ। ରେଲୱେ ଷ୍ଟେସନ୍ରୁ କଟକ ଓ ଖୋର୍ଦ୍ଧା ପର୍ଯ୍ୟନ୍ତ ଚାଲିବ 'ମୋ ବସ୍'। ସେହିପରି ଭୁବନେଶ୍ୱର ବିମାନବନ୍ଦରରୁ ଷ୍ଟେସନକୁ ସଟଲ ସେବା ମିଳିବ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications