ପ୍ରବଳ ଶୀତରୁ ମିଳିଛି ମୁକ୍ତି, ବଢୁଛି କୁହୁଡି
ଉପକୂଳ ଓଡ଼ିଶାରେ କମିବ ଶୀତ । ଭୁବନେଶ୍ୱର ସମେତ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଗୋପାଳପୁରରେ ପାରଦ ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ । ପାଣିପାଗ ବିଭାଗ ଏହି ଆକଳନ କରିଛି ।

ରବିବାର ପୁରୀରେ ରାତି ତାପମାତ୍ରା ୧୮ ଡିଗ୍ରୀ ରହିପାରେ । ଗୋପାଳପୁର ଓ ଛତ୍ରପୁରରେ ୧୭, ଭଦ୍ରକ, ଯାଜପୁର ଓ ଚାନ୍ଦବାଲିରେ ୧୫, ଭୁବନେଶ୍ୱର, ଖୋର୍ଦ୍ଧାରେ ୧୪ ଡିଗ୍ରୀ ରହିପାରେ । ୨୯ ତାରିଖ ଯାଏ ଶୀତ କମ୍ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଜି ଉଦୟଗିରିରେ ୫.୭ ଡିଗ୍ରୀ ରେକର୍ଡ ହୋଇଛି । ରାଉରକେଲାରେ ୮.୫, ଝାରସୁଗୁଡ଼ାରେ ୮.୭, ଫୁଲବାଣୀରେ ୯, ନବରଙ୍ଗପୁର ଓ କିରେଇରେ ୧୦, ଦାରିଙ୍ଗବାଡ଼ିରେ ୧୦.୫ ଡିଗ୍ରୀ ରହିଥିଲା ।
More From
-
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ






Click it and Unblock the Notifications