ଖୁବ୍ ଶୀଘ୍ର ଆରମ୍ଭ ହେବ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି, ଜାଣନ୍ତୁ କେବେ

୨୮ ଜୁନ୍‌ରୁ ୬ ଜୁଲାଇ ମଧ୍ୟରେ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି। ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଗର୍ଭଗୃହ ଓ ରତ୍ନଭଣ୍ଡାର ମରାମତି ନେଇ ବୈଠକ ପରେ ଦେଲେ ସୂଚନା । ଏହି ସମୟରେ ବିଶେଷ କରି ବାହାର ରତ୍ନଭଣ୍ଡାର ମରାମତି ହେବ' । ଭିତର ରତ୍ନଭଣ୍ଡାର ମରାମତି ପ୍ରାୟତଃ ଶେଷ, କେବଳ ଚଟାଣ କାମ ବାକି' । ନାଟମଣ୍ଡପ, ଜଗମୋହନ ମରାମତି କାମ ମଧ୍ୟ କରାଯିବ' । ନାଟମଣ୍ଡପକୁ ଶୀତତାପ ନିୟନ୍ତ୍ରିତ କରିବାକୁ ଆଲୋଚନା ହୋଇଛି । ଷ୍ଟ୍ରକଚରାଲ୍‌ ସେଫ୍ଟିକୁ ଗୁରୁତ୍ବ ସହ ଶୀତତାପ ବ୍ୟବସ୍ଥା କରାଯିବ' ।

puri
ଏଥିପାଇଁ ASIର ଅନୁମୋଦନ ଆମ ପାଇଁ ଗୁରୁତ୍ବପୂର୍ଣ୍ଣ' । ଶ୍ରୀମନ୍ଦିର ଟେକ୍ନିକାଲ କାମିଟି, ASI ମିଳିତ ଭାବେ ସବୁ ତଦାରଖ କରିବେ ।'
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+