ସବୁ ମନ୍ତ୍ରୀ ଦେଲେ ଇସ୍ତଫା, ହେଇପାରେ ମନ୍ତ୍ରିଣ୍ଡଳର ଅଦଳବଦଳ
ରାଜ୍ୟ ମନ୍ତ୍ରିମଣ୍ଡଳ ଅଦଳବଦଳ ନେଇ ଚର୍ଚ୍ଚା । ରାଜ୍ୟ ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବା ପାଇଁ କୁହାଯାଇଥିବା ସୂଚନା । ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ହସ୍ତତନ୍ତ୍ର ବୟନ ଶିଳ୍ପ ପଦ୍ମିନୀ ଦିଆନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକ
ଭୁବନେଶ୍ବର: ରାଜ୍ୟ ମନ୍ତ୍ରିମଣ୍ଡଳ ଅଦଳବଦଳ ନେଇ ଚର୍ଚ୍ଚା । ରାଜ୍ୟ ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବା ପାଇଁ କୁହାଯାଇଥିବା ସୂଚନା । ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ହସ୍ତତନ୍ତ୍ର ବୟନ ଶିଳ୍ପ ପଦ୍ମିନୀ ଦିଆନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ଇସ୍ତଫା ଦେବା ପାଇଁ କୁହାଯାଇଥିବା ଚର୍ଚ୍ଚା ହେଉଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରିମଣ୍ଡଳ ଆସନ୍ତାକାଲି ଶପଥ ଗ୍ରହଣ କରିବେ ବୋଲି ମଧ୍ୟ ସୂଚନା ରହିଛି । ନବୀନଙ୍କ କ୍ୟାବିନେଟ୍ରେ ମନ୍ତ୍ରୀ ଥିବା କିଛି ମନ୍ତ୍ରୀଙ୍କୁ ଇସ୍ତଫା ଦେବାପାଇଁ କୁହାଯାଇଥିବା ମଧ୍ୟ ଚର୍ଚ୍ଚା ହେଉଛି ।












Click it and Unblock the Notifications