ରାଜ୍ୟରେ ବର୍ଷା ସ୍ଥିତି ନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା

ରାଜ୍ୟରେ ବର୍ଷା ସ୍ଥିତି ନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା। ଲଗାଣ ବର୍ଷା ଲାଗି ରହିଛି, ହେଲେ କୌଣସି ନଦୀରେ ବନ୍ୟା ନାହିଁ ।
ଯେଉଁ ଅଧିକ ବର୍ଷା ଆକଳନ ହୋଇଥିଲା ସେପରି ହେଲାନି । ଆଖୁଆପଦାରେ ବୈତରଣୀ ସତର୍କ ସଂକେତ ଉପରେ ଅଛି । ହେଲେ ଜଳସ୍ତର ବିପଦ ସଙ୍କେତ ଉପରକୁ ଯିବନି । ଗତକାଲି ୧୬ଟି ବ୍ଲକ୍‌ ମୁଖ୍ୟାଳୟରେ ୫୦ ମିମିରୁ ଅଧିକ ବର୍ଷା ହୋଇଛି। ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀଙ୍କ ସୂଚନା ।

Response of the top engineer regarding the rainfall situation
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+