ଟ୍ୱିନ ସିଟିରେ ଲାଗିଲା କଟକଣା, ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ କନଷ୍ଟ୍ରକସନ ବନ୍ଦ

ପ୍ରଦୂଷଣ ପାଇଁ ଟ୍ୱିନ ସିଟିରେ ଲାଗିଲା କଟକଣା । ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ କନଷ୍ଟ୍ରକସନ ବନ୍ଦ । ବାହାରେ ଆବର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ଉପରେ ମଧ୍ୟ କଟକଣା । ରାତିରେ ଭାରି ଯାନ ଚଳାଚଳ ଉପରେ ବି ଲାଗିଲା କଟକଣା ଲାଗିଛି ।

construction stopped

NH ଉପରେ ଦିନକୁ ୩ଥର କରାଯିବା ପାଣି ସିଞ୍ଚନ । ମ୍ୟୁନିସିପାଲଟି ଅଞ୍ଚଳରେ କୌଣସି ଭଙ୍ଗାରୁଜା କାର୍ଯ୍ୟ ହୋଇପାରିବ ନାହିଁ । ସହର ମଧ୍ୟରେ ଟ୍ରକ ଚଳାଚଳ ବନ୍ଦ । କଟକଣାକୁ ବଳବତ୍ତର ରଖିବାକୁ ପୋଲିସ, RTOକୁ ନିର୍ଦ୍ଦେଶ ଦିଆଯାଇଛି । ନିୟମ ନ ମାନିଲେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+