ସରକାରୀ ଅଫିସ୍ରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ ଲାଗିଲା କଟକଣା
ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍ଗୁଡ଼ିକରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି।

ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ ସଚିବଙ୍କୁ ଏକ ଚିଠି ଜାରି କରି ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ ବୈଠକ, ସଭାସମିତିରେ ପ୍ଳାଷ୍ଟିକ ଜରି ଲାଗିଥିବା ଫୁଲତୋଡ଼ାକୁ ନାଁ। ପ୍ଲାଷ୍ଟିକ ଉପହାର, ପ୍ଲାଷ୍ଟିକ ଖାଦ୍ୟ ପୁଡିଆ, ପ୍ଲେଟ୍ ବ୍ୟବହାର ଉପରେ ମଧ୍ୟ ଲାଗିଲା କଟକଣା।












Click it and Unblock the Notifications