Get Updates
Get notified of breaking news, exclusive insights, and must-see stories!

ଏହିଦିନ ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାଫଳ

ଅଗଷ୍ଟ 16ରେ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ଦ୍ୱିତୀୟର ପରୀକ୍ଷା ଫଳ ପ୍ରକାଶିତ ହେବ । ଦିନ ସାଢେ 12ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସ୍ଥିର ହୋଇଛି । ଜୁନ ୩୦ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ପରୀକ୍ଷା ଜୁଲାଇ ୧୦ ତାରିଖରେ ଶେଷ ହୋଇଥିଲା । ଜୁଲାଇ ୧୪ ତାରିଖରୁ ଖାତା ଦେଖା ହୋଇ ୨୦ ତାରିଖ ସୁଦ୍ଧା ଖାତା ଦେଖା ଶେଷ କରିବା ସହିତ ଦୁଇ ସପ୍ତାହ ମଧ୍ୟରେ ରେଜଲ୍ଟ ପ୍ରୋସେସିଂ ହୋଇଥିଲା ।

EXAM

ଚଳିତ ଥର ରାଜ୍ୟ ମୁକ୍ତ ବିଦ୍ୟାଳୟ ବା ଓପନ ସ୍କୁଲ ପରୀକ୍ଷା ୧୦୩ ଟି କେନ୍ଦ୍ରରେ ୧୦ ହଜାର ୮୦୯ ଜଣ ପରୀକ୍ଷାର୍ଥୀ ଦେଇଛନ୍ତି । ସେହିପରି ହାଇସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ୯୮ ଟି ପରୀକ୍ଷା କେନ୍ଦ୍ରରେ ୩୨୩୨ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+