ଅଯୋଗ୍ୟ ହିତାଧିକାରୀ ରାସନ କାର୍ଡ ଫେରାନ୍ତୁ: ମନ୍ତ୍ରୀ

ପୁଣି ରାସନ୍ କାର୍ଡକୁ ନେଇ ବଡ ସୂଚନା ଦେଲେ ମନ୍ତ୍ରୀ । କହିଲେ ଅଯୋଗ୍ୟ ହିତାଧିକାରୀ କାର୍ଡ ଫେରାନ୍ତୁ ବୋଲି ମନ୍ତ୍ରୀ କୃଷ୍ଣ ପାତ୍ର କହିଛନ୍ତି । ନିଜ ଆଡୁ ରାସନ କାର୍ଡ ଫେରାଇବାକୁ ପୁଣି ଯୋଗାଣ ମନ୍ତ୍ରୀଙ୍କ ଅପିଲ୍‌ କରିଛନ୍ତି ।
ଗ୍ରାମାଞ୍ଚଳରେ ଯେଉଁମାନଙ୍କର ମାସିକ ଆୟ ୧୦ ହଜାର କାର୍ଡ ଫେରାନ୍ତୁ ।

krushna patra

ସହରାଞ୍ଚଳରେ ୧୫ ହଜାର ଆୟ ଥିଲେ କାର୍ଡ ଫେରାଇ ଦିଅନ୍ତୁ ବୋଲି ମନ୍ତ୍ରୀ ଆଜି କହିଛନ୍ତି । ସରକାର ଏବେ କାର୍ଯ୍ୟାନୁଷ୍ଠାନ ନେବେନି, ଫେରାଇ ଦିଅନ୍ତୁ । କାଲି ପୋର୍ଟାଲ ଖୋଲିବା ପରେ ଦେଢ଼ ହଜାର ଆବେଦନ ହୋଇଛି । ପୂର୍ବରୁ ୬ ଲକ୍ଷ ଆବେଦନକାରୀ ରାସନ କାର୍ଡ ଅପେକ୍ଷାରେ ଅଛନ୍ତି । ୮୦ ହଜାର ଅଯୋଗ୍ୟ ହିତାଧିକାରୀ ଫେରାଇଲେଣି ୧୨ ହଜାର କାର୍ଡ । ସାଢ଼େ ୪ ହଜାର ସରକାରୀ କର୍ମଚାରୀ କାର୍ଡ ଫେରାଇଛନ୍ତି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+