ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡା ଚେତାବନୀ, କହିଲେ ସମୟ ଅଛି ଜମି ଫେରାଅ ନହେଲେ...
ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡା ଚେତାବନୀ । କହିଲେ ଏବେ ସମୟ ଅଛି ଜମି ଫେରାଅ, ନ ହେଲେ ଉଚ୍ଛେଦ ଖର୍ଚ୍ଚ ଟଙ୍କା ବି ଆଦାୟ ହେବ । ଜବରଦଖଲକାରୀଙ୍କ ଡାଟାବେସ୍ ପ୍ରସ୍ତୁତ ପାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ରହିଛି'। ଆବଶ୍ୟକତା ପାଇଁ ଭୂମିହୀନ ଗରିବ ଜବରଦଖଲ କରିଥିଲେ ପାଇବେ ୪ ଡିସିମିଲ୍'। ପ୍ରଭାବଶାଳୀ ଜବରଦଖଲକାରୀ ଏବେ ବି ସମୟ ଅଛି ଛାଡ଼ି ଦିଅନ୍ତୁ ।













Click it and Unblock the Notifications