ମହାନଦୀ ପ୍ରସଙ୍ଗରେ ବିଜେଡି ଉପରେ ବର୍ଷିଲେ ରାଜସ୍ବ ମନ୍ତ୍ରୀ
ମହାନଦୀ ସମସ୍ୟା ନେଇ ସର୍ବଦଳୀୟ ବୈଠକ ବାତିଲ ହେବା ପରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ଜୁରୁରୀ ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସହ ମୁଖ୍ୟ ଶାସନ ସଚିବ ଯୋଗ ଦେଇଥିଲେ । ବୈଠକ ପରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ମହାନଦୀ ଟ୍ରିବ୍ୟୁନାଲରେ ବିଳମ୍ବ ବିଜେଡି ସରକାରରେ ହୋଇଥିଲା ।
୨୪ବର୍ଷର ଶାସନ ବେଳେ ଏହି ସମସ୍ୟା ସୃଷ୍ଟି ହୋଇଥିଲା । ଛତିଶଗଡ଼ର ବ୍ୟାରେଜ ନିର୍ମାଣକୁ ସେ ସମୟରେ ବିରୋଧ କରାଯାଇନଥିଲା । କେନ୍ଦ୍ର ସରକାର ଟ୍ରିବ୍ୟୁନାଲ କାଳ ଦେଢ଼ ବର୍ଷରୁ ୫ ବର୍ଷ ଯାଏଁ ବଢ଼ାଇଲେ, ଓଡ଼ିଶା କେବଳ ଗୋଟିଏ ସାକ୍ଷୀକୁ ଟ୍ରିବ୍ୟୁନାଲ ସାମ୍ନାରେ ଉପସ୍ଥାପନ କରିଥିଲା ।

ଓଡ଼ିଶା ବିରୋଧରେ ଛତିଶଗଡ଼ ବ୍ୟବହାର କରୁଥିବା ଅସ୍ତ୍ର ବିଜେଡି ଦେଇଛି, ଓଡ଼ିଶା ହାରିବା ଓ ଛତିଶଗଡ଼ ଜିତିବା ପାଇଁ ଯାହା ଦରକାର ବିଜେଡି କରିସାରିଛି । ରାଜସ୍ୱ ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ୬୦ଟି ଶୁଣାଣିରେ ଯାହା ଲଢ଼େଇ ହେବା କଥା ତାହା ହେଲା ନାହିଁ, ଆମେ ଖୁଵ୍ ଶୀଘ୍ର ଟ୍ରିବ୍ୟୁନାଲ ନିକଟରେ ସତ୍ୟପାଠ ଦାଖଲ କରିବୁ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications