ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବାତ୍ୟା ସମୀକ୍ଷା

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବାତ୍ୟା ସମୀକ୍ଷା । ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ । ବିଭାଗୀୟ ଅଧିକାରୀଙ୍କ ସହ ଭିସିରେ ଜିଲ୍ଲାପାଳମାନେ ଉପସ୍ଥିତ ।

Revenue Minister Suresh Pujari s cyclone review

ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ଲାଗି ସମୁଦ୍ର ଅଶାନ୍ତକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ଆସନ୍ତାକାଲିଠାରୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଏନେଇ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକର ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ମତ୍ସ୍ୟଜୀବୀମାନଙ୍କୁ ସଚେତନ କରାଯାଇଛି । ପରବର୍ତ୍ତୀ ନିର୍ଦେଶ ଆସିବା ପର୍ଯ୍ୟନ୍ତ ସେମାନଙ୍କୁ ମାଛ ମାରିବାକୁ ନଯିବାକୁ ସାଗର ମିତ୍ରମାନେ ସଚେତନ କରିଛନ୍ତି । ଯେଉଁ ମାନେ ମାଛ ମାରିବାକୁ ସମୁଦ୍ର ମଧ୍ୟକୁ ଯାଇଛନ୍ତି ସେମାନେ ଯଥାଶୀଘ୍ର ଫେରି ଆସିବା ସହିତ ନିଜ ନିଜ ଜାଲ, ଡ଼ଙ୍ଗା ଆଦିକୁ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ କୁହାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+