ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ଯାଜପୁର ଜିଲ୍ଲା ଯିବେ ରାଜସ୍ବ ମନ୍ତ୍ରୀ, ପାଣି ଛାଡ଼ିଲେ କ୍ଷୟକ୍ଷତି ଆକଳନ ହେବ
ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ଯାଜପୁର ଜିଲ୍ଲା ଯିବେ ରାଜସ୍ବ ମନ୍ତ୍ରୀ । ଯାଜପୁର ଜିଲ୍ଲା ଗସ୍ତ ପୂର୍ବରୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ଯାଜପୁରକୁ ଛାଡ଼ି ବାକି ସବୁ ଜିଲ୍ଲାରେ ସ୍ଥିତି ପ୍ରାୟ ସ୍ବାଭାବିକ ହେଲାଣି । ଯାଜପୁରରେ ଘାଇ ସୃଷ୍ଟି ହୋଇଛି, ୩୦/୪୦ ଗାଁ ପ୍ରଭାବିତ ।













Click it and Unblock the Notifications