୫୦୦ ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ୨ ହଜାର କୋଟି ସହାୟତା ଦାବି, ଗୃହମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜସ୍ବ ମନ୍ତ୍ରୀ

ବିପର୍ଯ୍ୟୟ ପରିଚାଳନା ନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚିଠି। ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୫୦୦ ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ୨ ହଜାର କୋଟି ସହାୟତା ଦାବି। ବିପର୍ଯ୍ୟୟ ନିରୋଧୀ ବିଦ୍ୟୁତ୍ ଭିତ୍ତିଭୂମି ବିକାଶ ପାଇଁ ୮୩୬୩ କୋଟି ଦାବି ।

suresh pujari

ବିପର୍ଯ୍ୟୟ ଆଗୁଆ ସତର୍କ ସୂଚନା ଆଧୁନିକୀକରଣ ପାଇଁ ୨୦୦ କୋଟି ଦାବି। ସମୁଦ୍ର କୂଳ ଖାଉଥିବା ଅଞ୍ଚଳର ସୁରକ୍ଷା ପାଇଁ କେନ୍ଦ୍ର ଯୋଜନାରେ ଅନୁଦାନ ଦାବି। ବିପର୍ଯ୍ୟୟ ପରିଚାଳନା ନେଇ ଜାତୀୟ, ଆନ୍ତର୍ଜାତୀୟ ସହଯୋଗ ଲୋଡ଼ିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+