ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ: ଅନାସ୍ଥା ପ୍ରସ୍ତାବରେ ନିଜେ କ୍ଷତାକ୍ତ ହେବେ ବିରୋଧୀ
ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ । ବିରୋଧୀ ଅନାସ୍ଥା ଆଣିଲେ ସରକାର ଆହତ ହେବେନି।
ଅନାସ୍ଥା ପ୍ରସ୍ତାବରେ ନିଜେ କ୍ଷତାକ୍ତ ହେବେ ବିରୋଧୀ । ଅନାସ୍ଥା ପ୍ରସ୍ତାବ ସେମାନଙ୍କ ପାଇଁ ବୁମେରାଂ ହେବ।

ଆମେ ଗୋଟିଏ ବର୍ଷର ହିସାବ ଦେବୁ କହିଲେ ସୁରେଶ ପୂଜାରୀ। ସେମାନେ ଲମ୍ବା ସମୟରେ କଣ କରିଛନ୍ତି, ଆମେ ବର୍ଷକରେ କଣ କରିଛୁ।












Click it and Unblock the Notifications