ଲୋକଙ୍କ ସେବକ ହେଇ କାମ କରିବାକୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

ଲୋକଙ୍କ ସେବକ ହେଇ କାମ କରିବାକୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଡ଼ା ତାଗିଦ୍।ଜିଲ୍ଲାସ୍ତରରେ ସମାଧାନ ହେବା ଭଳି ଅଭିଯୋଗକୁ ନେଇ ଉଦ୍‌ବେଗ ।
ଦୂରଦୂରାନ୍ତରରୁ ଆସୁଥିବା ଲୋକଙ୍କୁ ବସିବାକୁ ଚୌକି ଦିଅ, ପିଇବାକୁ ପାଣି ଦିଅ' । ଧର୍ଯ୍ୟର ସହ ତାଙ୍କ ଅଭିଯୋଗ ଶୁଣ, ନିର୍ଦ୍ଦିଷ୍ଟ ସମୟରେ କାମ ସାର । ପୂର୍ବରୁ କାର୍ଯ୍ୟାନୁଷ୍ଠାନ ହୋଇଛି, ନିୟମରେ ନ ରହିଲେ କାର୍ଯ୍ୟାନୁଷ୍ଠାନ ହେବ ।

suresh pujari
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+