ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ
ରାଜ୍ୟର ଆଉ ୪ ଜିଲ୍ଲାରେ ଖୋଲିବ ଚାଉଳ ATM। ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀଙ୍କ ଲିଖିତ ଉତ୍ତର ଝାରସୁଗୁଡ଼ା, ନବରଙ୍ଗପୁର, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାରେ ଖୋଲିବ । ରାଜ୍ୟର ପ୍ରଥମ ଚାଉଳ ATM ଭୁବେନେଶ୍ୱର ମଞ୍ଚେଶ୍ୱରରେ ଖୋଲିଥିଲା । ୨୦୨୪ ଜୁଲାଇରୁ ଏପର୍ଯ୍ୟନ୍ତ ୨୦ ହଜାର ୨୧୭ ଜଣ ଚାଉଳ ଉଠାଇଛନ୍ତି। ମୋଟ୍ ୩ ହଜାର ୮ ଶହ ୫ କୁଇଣ୍ଟାଲ କିଲୋଗ୍ରାମ ଚାଉଳ ଉଠାଣ ହୋଇଛି ।













Click it and Unblock the Notifications