ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନିଆଯିବ: ମନମୋହନ
ନୂଆଦିଲ୍ଲୀ ଗସ୍ତ ସାରି ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସାଂସଦ ଓ କେନ୍ଦ୍ରୀୟ ନେତୃତ୍ଵମାନଙ୍କ ସହ ଆଲୋଚନା ହୋଇଛି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କିମ୍ବା ନିଗମ, ବୋର୍ଡ ନେଇ କୌଣସି ଆଲୋଚନା ହୋଇନାହିଁ ବୋଲି କହିଛନ୍ତି ମନମୋହନ। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନିଆଯିବ। ଆଲୋଚନା ହେଲେ ଖୁବଶୀଘ୍ର ଜଣାଇଦିଆଯିବ ବୋଲି କହିଛନ୍ତି ମନମୋହନ।

ନୂଆଦିଲ୍ଲୀ ଗସ୍ତ ସାରି ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସାଂସଦ ଓ କେନ୍ଦ୍ରୀୟ ନେତୃତ୍ଵମାନଙ୍କ ସହ ଆଲୋଚନା ହୋଇଛି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କିମ୍ବା ନିଗମ, ବୋର୍ଡ ନେଇ କୌଣସି ଆଲୋଚନା ହୋଇନାହିଁ ବୋଲି କହିଛନ୍ତି ମନମୋହନ। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନିଆଯିବ। ଆଲୋଚନା ହେଲେ ଖୁବଶୀଘ୍ର ଜଣାଇଦିଆଯିବ ବୋଲି କହିଛନ୍ତି ମନମୋହନ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭୋଟ ନଦେବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଏହି ନିଷ୍ପତ୍ତି ବିଜେଡିର ଦଳୀୟ ନିଷ୍ପତ୍ତି, ବିଜେପି ନିଜ ରାସ୍ତାରେ ଅଛି।

Click it and Unblock the Notifications