ସୁନ୍ଦରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ, ୫ ଆହତ
Road Accident: ସୁନ୍ଦରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଥିବା ନେଇ ସୂଚନା ରହିଛି । ହେମଗିରି ଥାନା ଗଏକାନପାଲି ନିକଟରେ ଏକ ଟ୍ରେଲର ପଛକୁ ଏକ ପିକଅପ୍ ଭ୍ୟାନ୍ ଧକ୍କା ଦେଇଥିବାରୁ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା ।

ସୂଚନା ଅନୁସାରେ, ସଂକୀର୍ତ୍ତନ ସାରି ଭ୍ୟାନରେ ଫେରିବା ସମୟରେ ଏପରି ଦୁର୍ଘଟଣା ଘଟିଥିଲା । ସମସ୍ତ ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ଚିକିତ୍ସା ଜାରି ରହିଛି ।












Click it and Unblock the Notifications