ଭୁବନେଶ୍ବର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା
ଭୁବନେଶ୍ବର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା । ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍ ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଦେଶକଙ୍କ ଚିଠି । ସଡ଼କ ଦୁର୍ଘଟଣା ବାବଦରେ ସଚେତନ କରିବ ସଡ଼କ ଦୁର୍ଘଟଣା ଘଣ୍ଟା।
ସଚେତନ ସହ ସକରାତ୍ମକ ଆଚରଣରେ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବ।













Click it and Unblock the Notifications