Get Updates
Get notified of breaking news, exclusive insights, and must-see stories!

ଦୁର୍ଗାପୂଜା ପୂର୍ବରୁ ସରିବ ରାସ୍ତା ମରାମତି:ପୃଥ୍ୱୀରାଜ ହରିଚନ୍ଦନ

ଦୁର୍ଗାପୂଜା ପୂର୍ବରୁ ରାଜ୍ୟର ସମସ୍ତ ସହରର ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ ହେବ । ଏ ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଦେଲେ ସୂଚନା ।

harichandan

ଆସନ୍ତା ୨୦ ତାରିଖ ପୂର୍ବରୁ ଟ୍ୱିନ୍‌ସିଟି ସମେତ ସବୁ ସହରାଞ୍ଚଳ ରାସ୍ତା ମରାମତି ଶେଷ ହେବ । ଏହାସହ ଆସନ୍ତା ୬ରେ ଋଓଉଙ୍କ ଅଫିସ୍‌ରେ ବସିବ ସମନ୍ୱୟ ବୈଠକ । ଏହି ବୈଠକରେ ବିଭାଗୀୟ ମନ୍ତ୍ରୀ, ବିଧାୟକ, ମେୟର ଉପସ୍ଥିତ ରହିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+