ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ , ୧୦ଟି ବଗି ଲାଇନଚ୍ୟୁତ
ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ । ରାଉରକେଲା-ରାଞ୍ଚି ମୁଖ୍ୟ ରେଳପଥରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ବାନୋ ଓ କନରାଓ୍ବା ଷ୍ଟେଶନ ମଧ୍ୟରେ ମାଲବାହୀ ଟ୍ରେନ୍ଟି ହୋଇଛି ଲାଇନଚ୍ୟୁତ ।

ତେବେ ଏହି ମାଲବାହୀ ଟ୍ରେନ୍ର ପ୍ରାୟ ୧୦ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ସୌଭାଗ୍ୟବଶତଃ ନିକଟରେ ଥିବା ପାସେଞ୍ଜର ଟ୍ରେନ୍ ଟ୍ରାକ୍ କିମ୍ବା ଯାତ୍ରୀଙ୍କର କୌଣସି କ୍ଷତି ହୋଇନାହିଁ । ଫଳରେ ରାଉରକେଲା-ରାଞ୍ଚି ରେଳପଥରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି।












Click it and Unblock the Notifications