ସମୃଦ୍ଧ କୃଷକ ଯୋଜନା ପାଇଁ ୬୦୮୮ କୋଟି ଟଙ୍କା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ୩ଲକ୍ଷ ୧୦ ହଜାର କୋଟି ଟଙ୍କାର ଏହି ବଜେଟ୍ରେ ସେ କୃଷି ଓ କୃଷକଙ୍କ ସର୍ବାଙ୍ଗୀନ ବିକାଶକୁ ସର୍ବାଧିକ ପ୍ରାଥମିକତା ପ୍ରଦାନ କରାଯାଇଛି ବୋଲି କହିଛନ୍ତି।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି,

ଚାଷୀମାନଙ୍କ ଆର୍ଥିକ ସଶକ୍ତୀକରଣ ପାଇଁ ବ୍ୟାପକ ସହାୟତା ରାଶିର ବ୍ୟବସ୍ଥା ସହ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ଓ ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ବଜେଟ୍ ଅଧୀନରେ ପୁଷ୍ଟିଶସ୍ୟର ଚାଷ ଓ ବ୍ୟବହାରକୁ ବୃଦ୍ଧି କରିବା ସହିତ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରି ଓଡ଼ିଶାର ପ୍ରତିଟି କୃଷକ ପରିବାରକୁ ଏକ ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭବିଷ୍ୟତ ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଛି।
ସମୃଦ୍ଧ କୃଷକ ଯୋଜନା ପାଇଁ ୬୦୮୮ କୋଟି ଟଙ୍କା
ପିଏମ୍ ପିଷାନ ଯୋଜନାରେ ୨୦୨୩୦ କୋଟି ଟଙ୍କା
କୃଷି ଯାନ୍ତ୍ରିକୀକରଣ ଏବଂ କୃଷି ଉଦ୍ୟୋଗ: ୮୪୧ କୋଟି ଟଙ୍କା
ଶ୍ରୀ ଅନ୍ନ ଅଭିଯାନ: ୪୦୦ କୋଟି ଟଙ୍କା
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications