Get Updates
Get notified of breaking news, exclusive insights, and must-see stories!

କୁମ୍ଭମେଳାରୁ ଫେରୁଥିବା ବ୍ୟକ୍ତିଙ୍କ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ: ସ୍ବାସ୍ଥ୍ୟମନ୍ତ୍ରୀ

କୁମ୍ଭମେଳାରେ ଯୋଗ ଦେଇଥିବା ପ୍ରତ୍ୟେକ ଓଡିଆ ବ୍ୟକ୍ତିଙ୍କୁ ରାଜ୍ୟକୁ ଫେରିବା ପୂର୍ବରୁ ଆରଟିପିସିଆର ଟେଷ୍ଟ କରାଇ ନେବା ପାଇଁ ଅପିଲ କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ।

ଭୁବନେଶ୍ୱର: କୁମ୍ଭମେଳାରେ ଯୋଗ ଦେଇଥିବା ପ୍ରତ୍ୟେକ ଓଡିଆ ବ୍ୟକ୍ତିଙ୍କୁ ରାଜ୍ୟକୁ ଫେରିବା ପୂର୍ବରୁ ଆରଟିପିସିଆର ଟେଷ୍ଟ କରାଇ ନେବା ପାଇଁ ଅପିଲ କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ । ଏନେଇ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ମ୍ୟୁନସିପାଲଟି କମିଶନରଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ଲକ୍ଷଣ ଥିଲେ ଅଙ୍ଗନବାଡି କର୍ମୀ କିମ୍ବା ଆଶା ଦିଦିଙ୍କ ସହ ଯୋଗାଯୋଗ କରିବାକୁ ନିର୍ଦ୍ଦେଶ ରହିଛି ।

Health Minister

ସେପଟେ କୁମ୍ଭମେଳାରେ ଭାଗ ନେବାକୁ ଉତ୍ତରାଖଣ୍ଡ ସରକାରଙ୍କ ନିକଟରେ ପଞ୍ଜିକୃତ ବ୍ୟକ୍ତିଙ୍କ ନାମ ଆଜି ସେୟାର କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ମ୍ୟୁନସିପାଲଟି କମିଶନରଙ୍କୁ ଏହି ପଞ୍ଜିକୃତ ବ୍ୟକ୍ତିମାନଙ୍କ ତାଲିକା ପ୍ରଦାନ କରିଛନ୍ତି । ଏବଂ ତାଲିକାରେ ନାମ ଥିବା ବ୍ୟକ୍ତିଙ୍କ ସହ ଯୋଗାଯୋଗ କରି ଓଡ଼ିଶା ଫେରିବା ପୂର୍ବରୁ ଆରଟିପିସିଆର ଟେଷ୍ଟ କରାଇ ନେବାକୁ ପରାମର୍ଶ ଦେବାକୁ ଏସ୍‌ଆରସି ଚିଠିରେ ଉଲ୍ଲେଖ କରିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+