Get Updates
Get notified of breaking news, exclusive insights, and must-see stories!

ଭିଜିଲାନ୍ସ ଜାଲରେ RWSS କିରାଣି

ଭିଜିଲାନ୍ସ ଜାଲରେ RWSS କିରାଣି । କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓଙ୍କୁ ମାଡିବସିଲା ଭିଜିଲାନ୍ସ । ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ।

odisha vigilance

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ଅବସରପ୍ରାପ୍ତ ଫିଟର ମିସ୍ତ୍ରୀ ତ୍ରିଲୋଚନଙ୍କ ଶବରଙ୍କ ଠାରୁ ସେ ଏହି ଲାଞ୍ଚ ନେଉଥିଲେ । ପୂର୍ବ କଥାବାର୍ତ୍ତା ଅନୁଯାୟୀ ଭେଙ୍କଟ ଗିରି ରାଓ ନଜ ସରକାରୀ ବାସଭବନରେ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ଅଧିକାରୀଙ୍କୁ ଦେଖି ଝରକା ବାହାରକୁ ଟଙ୍କା ଫିଙ୍ଗିଦେଇଥିଲେ ଭେଙ୍କଟ ଗିରି ରାଓ । ଘଟଣାର ଅଧିକ ତଦନ୍ତ ଜାରି ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+