ବଢ଼ିଲା ସମିତି ସଭ୍ୟଙ୍କ ଦରମା; ୭୫୦୦ରୁ ୯୫୦୦ ଟଙ୍କାକୁ ବୃଦ୍ଧି
ବଢ଼ିଲା ସମିତି ସଭ୍ୟଙ୍କ ଦରମା । ୭୫୦୦ରୁ ୯୫୦୦ ହେଲା ସମିତି ସଭ୍ୟଙ୍କ ଦରମା । ସରକାର ଏବେ ଦରମା ବଢାଇଥିବା ବେଳେ ସେମାନେ ଆନ୍ଦୋଳନ କରିଥିଲେ । ଆଉ ସରକାର ପୁଣି ତାଙ୍କ ଦରମା ବଢାଇଛନ୍ତି।
ଆସନ୍ତା ଏପ୍ରିଲ ୧ ତାରିଖରୁ ଲାଗୁ ହେବ ବର୍ଦ୍ଧିତ ଦରମା। ଗତକାଲି ଭୁବନେଶ୍ୱରରେ ବିଶାଳ ରାଲି କରିଥିଲେ ସମିତି ସଭ୍ୟ ।

ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ । ଆଉ ଗତ ମାର୍ଚ୍ଚ ୧୨ ତାରିଖରେ ସରକାର ତାଙ୍କ ଦରମା ୭,୫୦୦ ଟଙ୍କାକୁ ବଢ଼ାଇଥିଲେ । ଏ ନେଇ ତୀବ୍ର ସେମାନେ ଆନ୍ଦୋଳନ କରିଥିଲେ । ଫଳରେ ସରକାର ଦରମା ବୃଦ୍ଧି କରିଛନ୍ତି












Click it and Unblock the Notifications