ଖୁବଶୀଘ୍ର ଅଙ୍ଗନଓ୍ବାଡି କର୍ମୀଙ୍କ ବଢିବ ଦରମା ! ଦାବି ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଖୁବଶୀଘ୍ର ବଢିପାରେ ଅଙ୍ଗନବାଡ଼ି କର୍ମୀଙ୍କ ଦରମା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କେନ୍ଦ୍ର ନିକଟରେ ଦାବି ରଖିଛନ୍ତି । ଏହା ଉପରେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ ବିଚାର କରୁଛନ୍ତି ବୋଲି ସେ କହିଛନ୍ତି ।

ଉପମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ- ଦରମା ବୃଦ୍ଧି ନେଇ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟରେ ଦାବି ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ରାଜସ୍ଥାନର ଉଦୟପୁରରେ ଆୟୋଜିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଆଗରେ ଏପରି ପ୍ରସ୍ତାବ ରଖିଛନ୍ତି ଓଡ଼ିଶା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ।

The salary of anganwadi workers

ଯଦି ଉପମୁଖ୍ୟମନ୍ତ୍ରୀଙ୍କ ଦାବି ଉପରେ ମୋହର ବାଜେ ତାହେଲେ ଅଙ୍ଗନଓ୍ବାଡି କର୍ମୀ ସର୍ବାଧିକ ସକ୍ଷମ ହେବେ । ଏହାସହ କାର୍ଯ୍ୟରତ ମହିଳାଙ୍କ ନିମନ୍ତେ ହଷ୍ଟେଲ ବ୍ୟବସ୍ଥା ପାଇଁ କେନ୍ଦ୍ର ସରକାରଙ୍କ ଆଗରେ ପ୍ରସ୍ତାବ ରଖିଥିବା ନେଇ ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+