ପୁରୀ ବଡ଼ଦାଣ୍ଡରେ ସବୁଦିନ ପାଇଁ ମଦ ଓ ଆମିଷ ବିକ୍ରି ମନା: ପୃଥ୍ବୀରାଜ ହରିଚନ୍ଦନ
ପୁରୀ ବଡ଼ଦାଣ୍ଡରେ ସବୁଦିନ ପାଇଁ ମଦ ଓ ଆମିଷ ବିକ୍ରି ମନା । ଶ୍ରୀମନ୍ଦିର ଓ ବଡ଼ଦାଣ୍ଡର ୨ କିମି ପରିଧିରେ ମଦ ବାର୍ ମନା । ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ପୁରୀ ବଡ଼ଦାଣ୍ଡରେ ଆଉ ବିକ୍ରି ହେଇ ପାରିବନି ମଦ କିମ୍ୱା ଆମିଷ। ଯଦି କେହି ଅମାନିଆ ମଦ କିମ୍ୱା ଆମିଷ ବିକ୍ରି କରନ୍ତି ତାଙ୍କ ଉପରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ।
ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି ଏଣିକି ଆଉ ପୁରୀ ଶ୍ରୀମନ୍ଦିର ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା। ଶ୍ରୀମନ୍ଦିର ଓ ବଡ଼ଦାଣ୍ଡର ୨ କିମି ପରିଧିରେ ମଦ ବାର୍ ମନା।












Click it and Unblock the Notifications