ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍ ଖୋଲିଲା; ମୋଟ୍ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍ ଖୋଲିଲା। ମୋଟ୍ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ।

Sambalpur Four more gates of Hirakud Dam opened

ଏବେ ଜଳଭଣ୍ଡାରର ଜଳସ୍ତର ୬୨୬.୩୩ଫୁଟ । ଜଳଭଣ୍ଡାରକୁ ୨ଲକ୍ଷ ୯୪ହଜାର ୮୫୮କ୍ୟୁସେକ ଜଳ ପ୍ରବେଶ କରୁଛି । ହୀରାକୁଦ ପାଣି ଛାଡିବା ପରେ ମହାନଦୀରେ ଜଳସ୍ତର ବଢୁଥିବାରୁ ଏଠାରେ ବନ୍ୟା ଆଶଙ୍କା ରହିଛି । ହୀରାକୁଦରେ ଧୀରେ ଧୀରେ ଜଳସ୍ତର ବଢିବାରେ ଲାଗିଥିବାରୁ ଏହାକୁ ଦୃଷ୍ଟିରେ ରଖି କ୍ରମାଗତ ଭାବେ ଗେଟ୍‍ ଗୁଡିକ ଖୋଲାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+