Get Updates
Get notified of breaking news, exclusive insights, and must-see stories!

ସମ୍ବଲପୁର GM ବିଶ୍ୱବିଦ୍ୟାଳୟର କେଳେଙ୍କାରୀ , ଗିରଫ ପରେ ସସ୍‌ପେଣ୍ଡ ହେଲେ ‘ସୁନା’ ସାର୍‌

ସମ୍ବଲପୁର GM ବିଶ୍ୱବିଦ୍ୟାଳୟର ଏଜୁକେସନ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଗୋପିକାନ୍ତ ସୁନାଙ୍କୁ ଗୁରୁବାର ଚାକିରିରୁ ସସ୍‌ପେଣ୍ଡ କରାଯାଇଛି। ମହିଳା ଥାନା ଆଇଆଇସିଙ୍କ ରିପୋର୍ଟ ଆଧାରରେ ଏହି ପଦକ୍ଷେପ ନିଆଯାଇଛି। ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର କୁଳପତି ତାଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ସହକାରୀ ପ୍ରଫେସର ହେଲେ ଶିକ୍ଷା ବିଭାଗର ଅଧ୍ୟାପକ ଗୋପୀକାନ୍ତ ସୁନା (୩୨)। ସମ୍ବଲପୁର ପୁଲିସ ଆଜି ଶ୍ରୀ ସୁନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

suna sir

୪ ମାସ ତଳେ ଛାତ୍ରୀ ଜଣଙ୍କ ଅସଦାଚରଣ ନେଇ ମହିଳା ଥାନାରେ ଅଭିଯୋଗ କରିଥିଲେ। ଛାତ୍ରୀ ଜଣକ ତାଙ୍କର ଅଭିଯୋଗରେ ଦର୍ଶାଇଥିଲେ ଯେ, ଶ୍ରୀ ସୁନା ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହିତ ଶାରୀରିକ ସଂପର୍କ ରଖିଥିଲେ। ହେଲେ ପୁଲିସ ସେତେବେଳେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିଲା। ମାତ୍ର ଏଫଏମ୍ କଲେଜର ଛାତ୍ରୀଙ୍କ ଆତ୍ମାହୁତି ଘଟଣା ପରେ ତତ୍ପର ହୋଇଛନ୍ତି ସରକାର।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+