ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ । ସମ୍ବଲପୁର ସେଟଲମେଣ୍ଟ ଅଫିସ୍ ର ବରିଷ୍ଠ ରାଜସ୍ବ ସହାୟକ ବାସୁଦେବ ଭୋଇଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହେଉଛି । ବରଗଡ଼ ଓ ସମ୍ବଲପୁରର ୪ଟି ସ୍ଥାନରେ ଚାଲିଛି ରେଡ୍ । ବରଗଡ଼ରେ ଦୁଇ ମହଲା ଘର, ସମ୍ବଲପୁର ଚାରଭାଟିରେ ଥିବା ଘରେ ଯାଞ୍ଚ କରୁଛି ଟିମ୍ । ସେହିପରି ବରଗଡ଼ର ପୈତୃକ ଘର ଓ ସମ୍ବଲପୁର କାର୍ଯାଳୟରେ ରେଡ୍ ହେଉଛି । ଚଢ଼ାଉରେ ୨ଜଣ ଡିଏସପି, ୮ଜଣ ଇନସ୍ପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି ।

Vigilance
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+