ସମୃଦ୍ଧ ଓଡ଼ିଶା ୨୦୩୬ ଲକ୍ଷ୍ୟ : ଆରମ୍ଭ ହେବ ଓଡ଼ିଶା ଟେକ୍ସ ୨୦୨୫

ଟେକ୍ସଟାଇଲ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଲୋକସେବା ଭବନ କନ୍‌ଭେନ୍‌ସନ୍‌ ହଲ୍‌ରେ ଆରମ୍ଭ ହେଲା ଓଡ଼ିଶା ଟେକ୍ସ ୨୦୨୫ । ଏହି ଶିଳ୍ପୀ ସମ୍ମିଳନୀକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିବେ । ଏହି କାର୍ଯ୍ୟକ୍ରମରେ ୩୦୦ରୁ ଅଧିକ ଶିଳ୍ପପତି ଯୋଗ ଦେଇଛନ୍ତି ।

samrudha Odisha 2036 target

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିବେ । ତାହା ସହ ଏକାଧିକ ଚୁକ୍ତି ସ୍ୱାକ୍ଷରିତ ହେବ । ଯାହାଦ୍ୱାରା ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୨୫୦୦ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି କୁହାଯାଇଛି । ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଟେକ୍ସଟାଇଲ୍ ଓ ଆପାରେଲ୍ ଉତ୍ପାଦନ କ୍ଷେତ୍ରରେ ଦେଶରେ ଅଗ୍ରଣୀ ରାଜ୍ୟରେ ପରିଣତ ହେବ ଓଡ଼ିଶା । ସମୃଦ୍ଧ ଓଡ଼ିଶା ୨୦୩୬ ଦିଗରେ ଏହା ଏକ ଦୃଢ଼ ପଦକ୍ଷେପ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+