ଭୋଟ୍ ଦେଲେ ସନାତନ ମହାକୁଡ଼, କହିଲେ ସସ୍ପେଣ୍ଡ୍ ଲୋକକୁ ହ୍ବିପ ଜାରି କରିବାର କୌଣସି ନିୟମ ନାହିଁ
ରାଜ୍ୟସଭା ନିର୍ବାଚନରେ ଭୋଟ୍ ଦେଲେ ସନାତନ ମହାକୁଡ଼।ବିଜେଡିରୁ ନିଲମ୍ବିତ ବିଧାୟକ ସନାତନ ମହାକୁଡ଼ ଭୋଟ୍ ଦେଲେ।ରାଜ୍ୟରେ ସ୍ବାର୍ଥ ପାଇଁ ଯିଏ କାମ କରିବ ତାଙ୍କୁ ଭୋଟ୍ ଦେଇଛି କହିଲେ। ସସ୍ପେଣ୍ଡ୍ ଲୋକକୁ ହ୍ବିପ ଜାରି କରିବାର କୌଣସି ନିୟମ ନାହିଁ । ବିଜେଡି ସସ୍ପେଣ୍ଡ କରିବା ସହ ବିଧାନସଭାରେ ଆସନ ବଦଳାଇଲା। କାଲି ପର୍ଯ୍ୟନ୍ତ ବିଜେଡିର କିଏ ବି ମୋ ସହ ଯୋଗାଯୋଗ କରି ନାହାନ୍ତି। ମୋତେ ଆମ ପ୍ରାର୍ଥୀ କିଏ, କାହାକୁ ଭୋଟ ଦେବାକୁ ହେବ କହି ନାହାନ୍ତି ।













Click it and Unblock the Notifications