Get Updates
Get notified of breaking news, exclusive insights, and must-see stories!

ୱାର୍ଲ୍ଡ ରେକର୍ଡ କଲା ସୁଦର୍ଶନଙ୍କ ନିର୍ମିତ ରାମଙ୍କ ବାଲୁକା କଳା

ଅଯୋଧ୍ୟା: ଓଡ଼ିଶାର ଖ୍ୟାତନାମା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଆଉ ଏକ କୀର୍ତ୍ତିମାନ ଅର୍ଜନ କରିଛନ୍ତି । ୱାର୍ଲ ରେକର୍ଡରେ ସ୍ଥାନ ପାଇଛି ତାଙ୍କ ଦ୍ୱାରା ନିର୍ମିତ ବାଲୁକା କଳା । ଅଯୋଧ୍ୟାରେ ପ୍ରଭୁ ଶ୍ରୀ ରାମଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ ବାଲୁକା କଳାରେ ନିର୍ମିତ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଆକର୍ଷଣୀୟ ପ୍ରତିକୃତୀ ଏବଂ ରାମ ମନ୍ଦିର ପାଇଁ ବିଶ୍ୱ ରେକର୍ଡ ଅର୍ଜନ କରିଛନ୍ତି ସୁଦର୍ଶନ ।

Sand art-ram

ୱାର୍ଲଡ୍ ରେକର୍ଡ ବୁକ୍ ଅଫ୍ ଇଣ୍ଡିଆ ପକ୍ଷରୁ ଏହି ଘୋଷଣା କରାଯାଇଛି । ପ୍ରଭୁ ରାମଙ୍କ ପ୍ରତିକୃତୀର ଉଚ୍ଚତା 23 ଫୁଟ, ଲମ୍ବ 55 ଫୁଟ୍ ଏବଂ ଓସାର 35 ଫୁଟ୍ ଥିଲା । ଏଭଳି ଭାବେ ସରଜୁ ଘାଟ ନିକଟ ରାମକଥା ପାର୍କରେ 5ଶହଟି ଛୋଟ ଛୋଟ ରାମମନ୍ଦିରର ପ୍ରତିକୃତୀ ନିଜ ଟିମ୍ ସହ ନିର୍ମାଣ କରିଥିଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ।

ଏହି ରେକର୍ଡ ପରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତାଙ୍କୁ ଭେଟିବା ସହ ଶୁଭେଛା ଜଣାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+