ଭିଜିଲାସନ୍ସ ଜାଲରେ ପରିମଳ ଅଧିକାରୀ
ପୁରୀଜିଲ୍ଲା ନିମାପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)ରେ କାର୍ଯ୍ୟରତ ଅମିନ ତଥା ପରିମଳ ଅଧିକାରୀ ବିଜୟ କୁମାର ଗ୍ରହାଚାର୍ଯ୍ୟଙ୍କୁ ଆଜି ସନ୍ଧ୍ୟା ସମୟରେ ଲାଞ୍ଚ ନେଲାବେଳେ ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ମାଡ଼ିବସିଛନ୍ତି। ଶ୍ରୀ ଗ୍ରହାଚାର୍ଯ୍ୟ ଗୃହ ନିର୍ମାଣ ପ୍ଳାନ୍ ଅନୁମୋଦନ ପାଇଁ ୧୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗର କର୍ମଚାରୀଙ୍କ ହାବୁଡ଼ରେ ପଡ଼ିଛନ୍ତି।

ଗଡ଼ଟୋରିହେଁ ଗ୍ରାମର ରଘୁନାଥ ଦାଶ ନିମାପଡ଼ା କଲେଜ ପାଖର ଏକ ପୌରାଞ୍ଚଳ ଜାଗାରେ ଗୃହ ନିର୍ମାଣ ପ୍ଲାନ ଅନୁମୋଦନ ଓ ଅନୁମତି ପାଇଁ ଅମିନ ତଥା ପରିମଳ ଅଧିକାରୀ ୩୪ହଜାର ଟଙ୍କା ଦେଲେ ଘର ନିର୍ମାଣ ପାଇଁ ସମସ୍ତ ଅଫିସ କାର୍ଯ୍ୟ କରିଦେବେ ବୋଲି କଥାଦେଇଥିଲେ। ଏଥି ପାଇଁ ସେ ପର୍ଯ୍ୟାୟ କ୍ରମେ ୩ ହଜାର, ୧୦ହଜାର ଓ ଆଜି ୧୭ ହଜାର ଟଙ୍କା ନେଇଥିଲେ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications