ଶାସକ ଦଳ ମୁଖ୍ୟ ସଚେତକ ଓ ଉପମୁଖ୍ୟ ସଚେତକଙ୍କ ନାମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜିଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଯାଇଛି। ଆଉ ଏହାରି ଭିତରେ ମୁଖ୍ୟମନ୍ତ୍ରୀ ଆଜି ଶାସକ ଦଳର ମୁଖ୍ୟ ସଚେତକ ଓ ଉପମୁଖ୍ୟ ସଚେତକଙ୍କ ନାମ ଘୋଷଣା କରିଛନ୍ତି |

mohan chaaran majhi

ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ସରକାରୀ ଦଳ ଉପମୁଖ୍ୟ ସଚେତକ ଦାୟିତ୍ୱ ଦିଆଯାଇଛି। ଏନେଇ ସୋମବାର ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଆଜିଠୁ ବିଧାନସଭାର ୨୭ଦିନିଆ ଅଧିବେଶନ ଆରମ୍ଭ ହୋଇଥିବାରୁ ଉଭୟ ତତ୍କାଳ ପ୍ରଭାବରୁ ଏହି ଦାୟିତ୍ୱ ତୁଲାଇବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+