ପକ୍ଷୀଙ୍କ ଗୋଡ଼ରେ ଲାଗିବ ସାଟେଲାଇଟ୍‌ ଟ୍ରାନ୍ସମିଟର, ସୂଚନା ଦେଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଚଳିତ ବର୍ଷ ପକ୍ଷୀଙ୍କ ଗୋଡ଼ରେ ଲାଗିବ ସାଟେଲାଇଟ୍‌ ଟ୍ରାନ୍ସମିଟର । ୨୦ ପ୍ରଜାତିର ପକ୍ଷୀଙ୍କ ଗୋଡ଼ରେ ଟ୍ରାନ୍ସମିଟର ଲଗାଇବ ବନ ବିଭାଗ । ସୂଚନା ଦେଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ। ବିଦେଶାଗତ ପକ୍ଷୀ କେଉଁଠୁ ଆସୁଛନ୍ତି ଜାଣିବା ପାଇଁ ଏହା କରାଯିବ' । ଚଳିତ ବର୍ଷ ଶୀତ ପରେ ଗ୍ରେଟର ଫ୍ଲେମିଙ୍ଗୋ ପକ୍ଷୀ କୁଆଡ଼େ ଯାଉଛନ୍ତି ଜଣାପଡ଼ିବ । ୨୦୨୫ରେ ଏହି ପ୍ରଜାତିର ୨ଟି ପକ୍ଷୀଙ୍କ ଗୋଡ଼ରେ ଟ୍ରାନ୍ସମିଟର ଲଗାଯାଇଥିଲା' । ଜଣାପଡ଼ିଲା ଚିଲିକାରୁ ଏହି ପକ୍ଷୀ ଆନ୍ଧ୍ରର କୋଲେରୁ ହ୍ରଦକୁ ଯାଇଥାନ୍ତି' ।

Forest and Environment Minister informed
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+