SCB ଅଗ୍ନିକାଣ୍ଡ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କଲେ ମୁଖ୍ୟମନ୍ତ୍ରୀ
କଟକ ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ୬ ଜଣିଆ ଟିମ୍ ଗଠନ କରାଯାଇଛି। କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା, ସେ ନେଇ ଏହି ଟିମ୍ ତଦନ୍ତ କରିବ। ଅଗ୍ନିଶମ ଆଇଜି, ଇଆଇସି, ସହରାଞ୍ଚଳ ଜନସ୍ବାସ୍ଥ୍ୟ ବିଭାଗ ଇଆଇସି -ଚିଫ୍ ଇଞ୍ଜିନିୟର ବିଲ୍ଡିଂ, ମେଡିକାଲ ଏଜୁକେଶନ ଓ ଟ୍ରେନିଂ ନିର୍ଦ୍ଦେଶକ ପ୍ରମୁଖ ଏହି ଟିମ୍ ରେ ସାମିଲ ହୋଇଛନ୍ତି। କମିଟି ଏସସିବି ମେଡିକାଲ ପରିଦର୍ଶନ କରି ସଂଧ୍ୟା ସୁଦ୍ଧା ମୁଖ୍ୟ ସଚିବଙ୍କୁ ରିପୋର୍ଟ ଦେବ।

More From
-
IPL ୨୦୨୬: ଆଜିଠୁ ଆଇପିଏଲ, ଡିପେଣ୍ଡିଂ ଚାମ୍ପିଅନ ଆରସିବିକୁ ଭେଟିବ ଏସ୍ଆରଏଚ୍ -
ମହଜୁଦ ଅଛି ପେଟ୍ରୋଲିୟମ ସାମଗ୍ରୀ ଓ ଗ୍ୟାସ, ନିୟମାବଳୀକୁ ପାଳନ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର... -
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
ଭାରତୀୟ ସେନାକୁ ସ୍ୱଦେଶୀ ପ୍ରହାର ଲାଇଟ୍ ମେସିନ୍ ଗନର ପ୍ରଥମ ବ୍ୟାଚ୍ ପ୍ରଦାନ କଲା ଆଦାନୀ ଡିଫେନ୍ସ -
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ




Click it and Unblock the Notifications