SCB ଅଗ୍ନିକାଣ୍ଡ: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଆଜି ଏକ ହୃଦୟବିଦାରକ ଘଟଣା ଘଟିଛି । ମେଡିକାଲର ଏକ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନା ମିଳିଛି । ଏହି ଘଟଣାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ଥିତି ଅନୁଧ୍ୟାନ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତିକ୍ରିୟା ଦେଇ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା ହେଉଛି ।













Click it and Unblock the Notifications