୨୯ରେ ଅନୁସୂଚିତ ଜାତି ଜନଜାତି ସଂସଦୀୟ ସମ୍ମିଳନୀ, ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଅଗଷ୍ଟ ୨୯ ଓ ୩୦ରେ ଅନୁସୂଚିତ ଜାତି/ଜନଜାତି ସଂସଦୀୟ କମିଟି ସମ୍ମିଳନୀ । ୧୯୯୪ ପରେ ପ୍ରଥମ କରି ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ହେବ । ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ଆସିବେ ପ୍ରତିନିଧି । ସବୁ ବିଧାନସଭା କମିଟି ଅଧ୍ୟକ୍ଷ, ୫ ସଦସ୍ୟ, ୪ ବିଧାୟକ ଯୋଗ ଦେବେ। ଅନୁସୂଚିତ ଜାତି/ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ସଦସ୍ୟ ଯୋଗଦେବେ । ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବେ, ବାଚସ୍ପତି ଓ କେନ୍ଦ୍ରମନ୍ତ୍ରୀ ଯୋଗ ଦେବେ ।

mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+