ଛାତ୍ରଛାତ୍ରୀ ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ୍ କର୍ତ୍ତୃପକ୍ଷ
ଛାତ୍ରଛାତ୍ରୀ ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ୍ କର୍ତ୍ତୃପକ୍ଷ। ସପ୍ତାହେ ପିଲା ସ୍କୁଲ୍ରେ ଅନୁପସ୍ଥିତ ରହିଲେ ଘରକୁ ଯିବେ ଶିକ୍ଷକ। ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ଚିଠି ଲେଖିଲା ସ୍କୁଲ୍ ଓ ଗଣଶିକ୍ଷା ବିଭାଗ। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ବୁଝିବେ ସ୍କୁଲ୍ କର୍ତ୍ତୃପକ୍ଷ।













Click it and Unblock the Notifications