School: ଆସନ୍ତାକାଲି ଅର୍ଥାତ୍‌ ମାର୍ଚ୍ଚ ୫ରେ ସ୍କୁଲ ଛୁଟି ନା ଖୋଲା ?

ଆସନ୍ତାକାଲି ଅର୍ଥାତ୍‌ ୫ ତାରିଖରେ ସବୁ ସ୍କୁଲ ଖୋଲା ରହିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି।

ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଖୋଲା ରହିବ। ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ମାର୍ଚ୍ଚ ୫ ଛୁଟି ରହୁଥିଲା।ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳିବାକୁ ସୋମବାର ନିଷ୍ପତ୍ତି ହୋଇଥିଲା।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଥିଲା କି, ମାର୍ଚ୍ଚ ୫ ତାରିଖରେ ପାଳନ ନ ହୋଇ ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ପ୍ରତି ବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ହୁଏ।

School Close

ଜାତୀୟ ଓ ରାଜ୍ୟସ୍ତରରେ ଥିବା ଅସହଂତିକୁ ଦୂର କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି। ଏଥିସହ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଆଡ଼ମ୍ବର ସହ ପାଳିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+