For Quick Alerts
Turn On Notification  
For Daily Alerts
Oneindia App Download

ଆଜିଠୁ ସକାଳୁଆ ହେଲା ସ୍କୁଲ, ତାପମାତ୍ରା ବୃଦ୍ଧିକୁ ଦେଖି ନିଷ୍ପତ୍ତି

ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ହେବ । ସେହିପରି ୯ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢା ହେବ ।

|

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ରାଜ୍ୟର ସମସ୍ତ ସ୍କୁଲକୁ ସକାଳୁ ଆରମ୍ଭ କରାଯିବାକୁ ନିଷ୍ପତ୍ତି ହୋଇଛି । ସକାଳ ୭ରୁ ଦିନ ଗୋଟାଏ ଯାଏଁ ଖୋଲିବ ସ୍କୁଲ । ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ହେବ । ସେହିପରି ୯ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢା ହେବ ।

school

ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ସ୍କୁଲ ଗୁଡ଼ିକରେ ପର୍ଯ୍ୟାପ୍ତ ପାନୀୟ ଜଳର ବ୍ୟବସ୍ଥା କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ କୁହାଯାଇଛି । ଯଦି ନଳକୂପ ଅଚଳ ଥିବ, ତେବେ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ପୌରପରିଷଦ ଆଲୋଚନା କରି ଡ଼ିଇଓ ମାନେ ପଦକ୍ଷେପ ନେବେ । ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରୁ ଓଆରଏସ ଆଣି ସ୍କୁଲରେ ମହଜୁଦ ରଖିବାକୁ କୁହାଯାଇଛି । ପିଲାମନେ ସ୍କୁଲ ଯିବା ସମୟରେ ଅଭିଭାବକ ମାନେ ପାଣି ବୋତଲ ଦେବା ସହ ସଚେତନ କରାଇବାକୁ କୁହାଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
School in Odisha starts from Early Morning due to heat wave
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X