Cyclone dana:ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ସ୍କୁଲ ଛୁଟି ଘୋଷଣା। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି। ୨୩ରେ ବାତ୍ୟାର ରୂପ ନେବ ଅବପାତ। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖରେ ଅବପାତରେ ପରିଣତ ହେବ। ପରେ ଏହା ୨୩ ତାରିଖ ସକାଳେ ବାତ୍ୟାରେ ପରିଣତ ହେବ।

school will remain close

ପରେ ଏହା ୨୪ ରାତି କିମ୍ବା ୨୫ ଭୋର ସମୟରେ ପୁରୀରୁ ସାଗରଦ୍ୱୀପ ମଧ୍ୟରେ ଭୀଷଣ ଝଡ଼ ବା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଭାବେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିମି ଓ ଝଟକା ୧୨୦ କିମି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।

୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର (SRC)। ଏହି ୧୪ଟି ଜିଲ୍ଲା ହେଉଛି- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+